ଭୁବନେଶ୍ୱର, ୨୦/୦୩ (ସନ୍ଧାନ ନିୟୁଜ ) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶ୍ରେଣୀର ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆଜିଠୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ସ୍ଥଗିତ ରଖା ଯାଇଥିବା ବେଳେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା, ବିପିୟୁଟି ଓ ଭିସୁଟ୍ ପରିଚାଳିତ ସମସ୍ତ ସେମିଷ୍ଟାର ଓ ଫାଇନାଲ ପରୀକ୍ଷାକୁ ଆସନ୍ତା ସୋମବାରଠୁ ସ୍ଥଗିିତ ରଖାଯାଇଛି। ଆଜି ଏନେଇ ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗଚୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
Related Posts
ବାଲିସଙ୍କରା ବ୍ଲକ ପ୍ରତ୍ୟେକ ହନୁମାନ ମନ୍ଦିରରେ ମହା ବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ପାଳିତ ସହିତ ଆମ୍ବେଦକର ଜୟନ୍ତୀ ପାଳିତ
ଜାରକାରେ ସର୍ବଭାରତୀୟ ସିକୁ କପ ଟୁର୍ଣ୍ଣାମେଣ୍ଟ ଫାଇନାଲରେ ଓଡିଶା ପୋଷ୍ଟାଲ
ନାଲି କଦଳୀ ରେ ରହିଛି ଅନେକ ଭିଟାମିନରେ ଭରପୁର



