ବଲିଉଡ ମହାନାୟକ ଅମିତାଭ ବଚ୍ଚନ କରୋନା ଆକ୍ରାନ୍ତ

Spread the love

ମୁମ୍ୱାଇ, ୧୧/୦୭/୨୦ (ସନ୍ଧାନ ନିଉଜ) : ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସେ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି।

ବଲିଉଡ ମହାନାୟକ ଅମିତାଭ ବଚ୍ଚନଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି। ଏହା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପରିବାର ଏବଂ ବାକି ସଦସ୍ୟଙ୍କ କରୋନା ଟେଷ୍ଟ କରାଯାଉଛି। ସେମାନଙ୍କ ରିପୋର୍ଟ ଆସିବା ବାକି ରହିଛି। ଗତ ୧୦ ଦିନରେ ଯେଉଁମାନେ ମୋର ନିକଟରେ ଥିଲେ, ସେମାନଙ୍କୁ ମୋର ଅନୁରୋଧ ନିଜର ଟେଷ୍ଟ କରାନ୍ତୁ।

Related Posts

About The Author

Add Comment