ଭୋଇପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

Spread the love

ସୁନ୍ଦରଗଡ ତା:୨୬/୭/୨୦୨୧ ( ସନ୍ଧାନ ନିଉଜ/ ରାଜୁପଟେଲ ) ସବଡେଗା ବ୍ଲକ ଅନ୍ତର୍ଗତ ଯମୁନା ପଞ୍ଚାୟତର ଭୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ସଭାପତି ଭାରତୀ ମାଝୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସବଡେଗା ବ୍ଲକର ଅତିରିକ୍ତ ଶିକ୍ଷାଅଧିକାରୀ ଶ୍ରୀଯୁକ୍ତ ଅତିସ ଖିସ ପଟ୍ଟା ବୃକ୍ଷ ରୋପଣ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଅନ୍ୟତମ ଅତିଥିରୁପେ ବ୍ଲକର ଡ଼ିଆରସିସି ମହେନ୍ଦ୍ର ତନ୍ତୀ ଯୋଗ ଦେଇଥିବା ବେଳେ ସମିତି ସଭ୍ୟା ଭଗବାନ ଛତ୍ରିଆ ଯୋଗ ଦେବା ସହିତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ବିଭିନ୍ନ ଚାରା ରୋପଣ କରିଥିଲେ ।

Related Posts

About The Author

Add Comment