ସୋନପୁର/ସନ୍ଧାନ ନ୍ୟୁଜ: ସିଡ଼ିରୁ ଓହ୍ଲାଉ ଥିବାବେଳେ ଖସିଗଲା ଯୁବକଙ୍କ ଗୋଡ଼ । ତଳେ ପଡ଼ୁ ପଡ଼ୁ ଚାଲିଗଲା ତାଙ୍କ ଜୀବନ । ଏପରି ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଶଙ୍କରା ଗାଁରେ । ମୃତ ଯୁବକ ହେଲେ ବିଦ୍ୟାପତି ଭୁଏ ।ଆଜି ସକାଳେ ବିଦ୍ୟାପତି ନିଜ ଘରର ସିଡିରୁ ତଳକୁ ଓହ୍ଲାଉଥିଲେ । ହଠାତ୍ ତାଙ୍କ ଗୋଡ଼ ଖସିଯାଇଥିଲା । ଯୁବକ ଜଣଙ୍କ ତଳେ ପଡ଼ି ଯାଇଥିଲେ । ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବିଦ୍ୟାପତିଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।
ତାଜା ଖବର
- ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ରାଉଲଡେଗା ଗ୍ରାମ ରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଯୋଗ ଦେଲେ ଓଡିଶା ବିଧାନସଭା ଉପବାଚସ୍ପତି ତଥା ତଲସରା ବିଧାୟକ ଶ୍ରୀଯୁକ୍ତ ଭବାନୀ ଶଙ୍କର ଭୋଇ
- କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ଇସ୍ତପା, ଥଣ୍ଡା ହେବ ଛାତ୍ର ଆନ୍ଦୋଳନ
- *ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ*
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରୁ ବାଦ ପଡିଛି ତଲସରା ନୁଆଁଡ଼ିହି ଅଙ୍ଗନବାଡି ଠାରୁ ଡେମ ପର୍ଯ୍ୟନ୍ତ ରାସ୍ତା
- ଅବକାରୀ ବିଭାଗର ଆତର୍କିତ ଚଢାଉ, ହାତ ରନ୍ଧା ଦେଶୀ ମଦ ଜବତ ସହିତ ୩ଗିରଫ
- ଆନ୍ତଃରାଜ୍ୟ ଗଂଜେଇ ମାଫିଆଙ୍କୁ ଆନ୍ଧ୍ରପ୍ରଦେଶ ରୁ ଗିରଫ କଲା କନ୍ଧମାଳ ପୋଲିସ
- ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ



