ଓଡ୍ରାଫ ଓ ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି। ମହାବାତ୍ୟା ଅମ୍ଫାନ ଏବେ ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଥିବା ବେଳେ ପାରାଦୀପଠାରୁ ୫୭୦ କିଲୋମିଟର ଓ ଦୀଘା ଠାରୁ ୭୨୦ କିଲୋ ମିଟର ଦୂରରେ ରହିଛି। Archive