ଗଜପତି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। Archive