ଏଲଆଇସିରୁ ପୁଞ୍ଜି ପ୍ରତ୍ୟାହାର ହେବ

Spread the love

ନୂଆଦିଲ୍ଲୀ, ୧/୨/୨୦ (ସନ୍ଧାନ ନିଉଜ) : ଭାରତୀୟ ଜୀବନ ବୀମା ନିଗର (ଏଲଆଇସି)ରେ ଥିବା ସରକାରୀ ପୁଞ୍ଜି ପ୍ରତ୍ୟାହାର ହେବ। ଏଲଆଇସିକୁ ଷ୍ଟକ ବଜାରରେ ତାଲିକାଭୁକ୍ତ କରିବାକୁ ଏକ ଆଇପିଓ ଅଣାଯିବ। କେବଳ ଏତିକି ନୁହେଁ, ଆଇଡିବିଆଇ ବ୍ୟାଙ୍କରେ ଥିବା ସରକାରଙ୍କ ଅବଶିଷ୍ଟ ଅଂଶଧନକୁ ମଧ୍ୟ ବିକ୍ରି କରାଯିବ ବୋଲି ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏକ ବଡ଼ ଘୋଷଣା କରିଛନ୍ତି। ଆଜି ବଜେଟ ଉପସ୍ଥାପନ କରି ସେ କହିଛନ୍ତି ନୂଆ ଆର୍ଥିକ ବର୍ଷ ପାଇଁ ସରକାର ମୋଟ ୨.୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।

Related Posts

About The Author

Add Comment