Homeଜିଲ୍ଲା ପରିକ୍ରମାକଟକକାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି : ଆକାଶ ମାର୍ଗରୁ ମହାବାତ୍ୟା ଫନି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ କାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି : ଆକାଶ ମାର୍ଗରୁ ମହାବାତ୍ୟା ଫନି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ Manas Kumar Rout | May 5, 2019 | Spread the love ଭୁବନେଶ୍ୱର,୫/୫ (ସନ୍ଧାନ ନିୟୁଜ) ଫନି ପରବର୍ତ୍ତି ସ୍ଥିତିର ସମୀକ୍ଷା ଏବଂ ଫନି ତାଣ୍ଡବ ରଚିଥିବା ଅଞ୍ଚଳକୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଆସନ୍ତା କାଲି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ନିଜ ଟ୍ୱିଟର ପେଜରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। Related Posts ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଓ ବାଇକ୍ ମୁହାଁମୁହିଁ ଧକ୍କା। ୩ଜଣ ଗୁରୁତର April 2, 2022 | Santosh Rout | ଅଧିକ ପଢନ୍ତୁ ମାଙ୍କୁ ଦେଲେ ଭକ୍ତ ମେଲାଣୀ ପୁଣି ଆସିବେ ଆରବର୍ଷକୁ October 28, 2023 | Hemanta Bhainsa | ଅଧିକ ପଢନ୍ତୁ ରହସ୍ୟମୟ କୁଣ୍ଡ: ତାଳି ମାରିଲେ ଉପରକୁ ଉଠିଥାଏ ପାଣି January 4, 2020 | Sandhan News | ଅଧିକ ପଢନ୍ତୁ ରାଉରକେଲା ମହାନଗର ନିଗମ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ September 1, 2020 | Santosh Rout | ଅଧିକ ପଢନ୍ତୁ About The Author Manas More From This Author Add Comment Cancel reply Save my name, email, and website in this browser for the next time I comment.
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଓ ବାଇକ୍ ମୁହାଁମୁହିଁ ଧକ୍କା। ୩ଜଣ ଗୁରୁତର April 2, 2022 | Santosh Rout | ଅଧିକ ପଢନ୍ତୁ