ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ ମୁଖ୍ୟ ବିଚାରପତି ଦାୟିତ୍ବ : ଅବସର ନେଲେ ଜଷ୍ଟିସ ଝାଭେରୀ

Spread the love

କଟକ, ୪/୧/୨୦ (ସନ୍ଧାନ ନିଉଜ) : ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଶନିବାର ଜଷ୍ଟିସ୍‍ ସଞ୍ଜୁ ପଣ୍ଡା ଦାୟିତ୍ବ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଦାୟିତ୍ବ ଦେଇଥିବା ନେଇ ବିଜ୍ଞପ୍ତି ଜାରି ହୋଇଛି।

ଆଜି ଜଷ୍ଟିସ ଝାଭେରୀଙ୍କ ଅବସର ପରେ ସେ ଅନ୍ତରୀଣ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି।

Related Posts

About The Author

Add Comment