Homeଅପରାଧଜାମ୍ମୁ ବସ୍ ଷ୍ଟାଣ୍ଡରୁ ୧୫ କେଜିର ବିସ୍ଫୋରକ ଜବତ ଜାମ୍ମୁ ବସ୍ ଷ୍ଟାଣ୍ଡରୁ ୧୫ କେଜିର ବିସ୍ଫୋରକ ଜବତ Biswajit Parida | October 1, 2019 | Spread the love ନୂଆଦିଲ୍ଲୀ,୦୧/୧୦ (ସନ୍ଧାନ ନିଉଜ),:ଧାରା ୩୭୦ ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ହମଲା ହେବା ନେଇ ଆଶଙ୍କା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା କଡ଼ାକଡ଼ି ମଧ୍ୟ କରାଯାଇଛି । ତଥାପି ପାକ୍ ଆତଙ୍କବାଦୀ ସଂଗଠନ ଭାରତକୁ ଅନୁପ୍ରବେଶ କରିବାକୁ ଉଦ୍ୟମ ଜାରି ରଖିଛି ସେହିଭଳି ଆଜି ଜାମ୍ମୁ ବସ୍ ଷ୍ଟାଣ୍ଡରୁ ୧୫ କେଜିର ବିସ୍ଫୋଟକ ଜବତ କରିଛି ଭାରତୀୟ ସେନା । ଏକ ବଡ଼ ଆତଙ୍କବାଦୀ ହମଲା ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇଛି । ବସ୍ଷ୍ଟାଣ୍ଡରୁ ଏକ ବସରେ ବ୍ୟାଗ୍ ଭିତରେ ୧୫ କେଜିର ବିସ୍ଫୋଟକ ମିଳିଥିବା ବେଳେ ବସ୍ କଣ୍ଡକ୍ଟର ଏହି ବିସ୍ଫୋଟକ ସ୍ଥାନାନ୍ତର ପାଇଁ କାହାଠୁ ଟଙ୍କା ନେଇଥିବା ଜଣାପଡ଼ିଛି । ତେବେ କଠୁଆର ବିଲାବରରେ ବସ୍ କଣ୍ଡକ୍ଟରକୁ ଏହି ବ୍ୟାଗ ଦିଆଯାଇଥିବା ସୂଚନା ମିଳିଛି । Related Posts ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ January 27, 2020 | Sandhan News | ଅଧିକ ପଢନ୍ତୁ ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ January 22, 2021 | 2005lindadavis1989 | ଅଧିକ ପଢନ୍ତୁ ହୀରାକୁଦରେ ଖୋଲିଲା ଆଉ ୪ଟି ଗେଟ September 7, 2018 | Manas Kumar Rout | ଅଧିକ ପଢନ୍ତୁ ୧୯ରେ ଆସୁଛି ଆଉ ଏକ ଲଘୁଚାପ October 17, 2020 | Santosh Rout | ଅଧିକ ପଢନ୍ତୁ About The Author Biswajit More From This Author Add Comment Cancel reply Save my name, email, and website in this browser for the next time I comment.
ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ January 27, 2020 | Sandhan News | ଅଧିକ ପଢନ୍ତୁ