ନବରଙ୍ଗପୁର,୧୫ /୧୨ (ସନ୍ଧାନ ନିୟୁଜ) : ନବରଙ୍ଗପୁର ଜିଲ୍ଲାର ସୀମାନ୍ତରେ ଥିବା ଆମ୍ୱପାଣି ଘାଟି ନିକଟରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ହୀରା ଦିଶାରୀ (୪୮) ଓ ମଧୁ ମାଝୀ (୪୦)। ସେମାନଙ୍କ ଘର କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ୍ ଅନ୍ତର୍ଗତ ପରଜାନାଗଫେଣୀ ଗାଁରେ। ସେମାନେ ଦୁଇ ଜଣ ସାଙ୍ଗ ଥିଲେ। ଆଜି ସକାଳେ ସେମାନେ ଘରକୁ ଫେରୁଥିବା ବେଳେ ହଠାତ୍ ଆମ୍ୱପାଣି ଘାଟି ନିକଟରେ ସେମାନଙ୍କ ବାଇକ୍ ଭାରସାମ୍ୟ ହରାଇଥିଲା ଓ ସେମାନେ ତଳେ ପଡ଼ି ଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ହୀରାଙ୍କର ମୃତ୍ୟୁ ଘଟିଥିଲା।
ତାଜା ଖବର
- ସ୍ୱାମୀ-ସ୍ତ୍ରୀ ମଧ୍ୟରେ କଥା କଟାକଟିରେ ସ୍ତ୍ରୀ କୁ ହତ୍ୟା କଲା ସ୍ୱାମୀ
- ଛଅ ମାସ ହେଲା ମିଳୁନି ଭତ୍ତା, ଚିନ୍ତାରେ ବିମଳା ବରିହା
- ବାଲିଶଙ୍କରାରେ ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ବିଜେଡିର ଶକ୍ତି ପ୍ରଦର୍ଶନ, ବିଜେଡି ଦଳରେ ମିଶିଲେ କଂଗ୍ରେସ ଓ ବିଜେପିର ୭୫ ଜଣ
- IGP Dr Satyajit Naik Appeals for Peaceful and Disciplined Durga Puja Celebrations
- ଶାନ୍ତି, ଶୃଙ୍ଖଳା ଓ ଭାଇଚାରାର ସହ ମା ଦୁର୍ଗାଙ୍କ ପୂଜା ପାଳନ କରନ୍ତୁ: କେନ୍ଦ୍ରାଞ୍ଚଳ ଆଇଜି ଡଃ ସତ୍ୟଜିତ ନାଏକ
- ରଜି ଦେବି ୱେଲଫେୟାର ଟ୍ରଷ୍ଟ ଦ୍ୱାରା ଢେଙ୍କାନାଳ ରେ ବିଶ୍ୱ ଧଳା ବାଡ଼ି ଦିବସ ପାଳିତ
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ଦିନ ଦି ‘ ପହରରେ ଚୋରି ,ଅଭିଯୁକ୍ତକୁ ଅଞ୍ଚଳ ଲୋକେ ପୋଲିସ କୁ କଲେ ହସ୍ତାନ୍ତର
- ଅବକାରୀ ବିଭାଗର ଆତର୍କିତ୍ ଚଢାଉ,ବିପୁଳ ପରିମାଣର ଦେଶୀମଦ ଜବତ
- ରାମବାଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା ସଭା ଅନୁଷ୍ଠିତ



