ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ!
ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ!
Sandhan News |
January 13, 2020 |
ବ୍ରହ୍ମପୁର, ୧୨/୦୧/୨୦ (ସନ୍ଧାନ ନିଉଜ) : ଦିନକୁ ଦିନ ରାଜ୍ୟ ହେଉ କିମ୍ବା ଦେଶ ଚାରିଆଡ଼େ ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ କାଣ୍ଡ ହେଉଥିବାର ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ଆଜି ବ୍ରହ୍ମପୁରର ସୋନପୁରଠାରେ ଲଜ୍ଜାକାର ଘଟଣା ଘଟିଛି । ସେଠାରେ ଥିବା ମେରାଇନ ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ହୋଇଥିବା ସୂଚନା ମିଳିଛି । ମହିଳା ଥାନାରେ ଅଭିଯୋଗ ପରେ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ପୀଡ଼ିତା ନାବାଳିକା ଜଣକୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।
Related Posts
About The Author