ପରଲୋକରେ ଦାମୋଦର ରାଉତଙ୍କ ପତ୍ନୀ

Spread the love

ଭୁବନେଶ୍ୱର ୨୧ /୩ (ସନ୍ଧାନ ନିଉଜ): ବିଜେପିର ବରିଷ୍ଠ ନେତା ଦାମୋଦର ରାଉତଙ୍କ ପତ୍ନୀଙ୍କ ପରଲୋକ ହୋଇଯାଇଛି। ତାଙ୍କ ନାଁ ସ୍ନେହଲତା ମହାପାତ୍ର। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।

ସ୍ନେହଲତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ତାଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ଏହି ସୂଚନା ଦେଇଛନ୍ତି।

Related Posts

About The Author

Add Comment