ବନ୍ଧଡିହ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଅନୁଷ୍ଟିତ

Spread the love

ଯାଜପୁର ସଦର,ସନ୍ଧାନ ନିୟୁଜ: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଂଚାୟତ ବନ୍ଧଡିହ ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ପ୍ରବେଶ ଉତ୍ସବ ଅନୁଷ୍ଟିତ କରାଯାଇଥିଲା । ଏହି ଅବସରରେ ପୁନଃ ଉପସ୍ଥାପନ ଦିବସ ଅନୁଷ୍ଟିତ କରାଯାଇଥିବା ବେଳେ, ବନ୍ଧଡିହ ସେକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ୱର୍ଣ୍ଣାଞ୍ଜଳୀ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କରାଯାଇଥିବା ବେଳେ, ନୂତନ କରି ବିଦ୍ୟାଳୟରେ ନାମଲେଖାଉଥିବା ଛାତ୍ର ଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ସ୍ୱାଗତ କରାଯିବା ସହିତ ବିଦ୍ୟାଳୟରେ କ୍ରିଡ଼ା ଶିକ୍ଷକ ସୁଶାନ୍ତ କୁମାର ସାହାଣୀଙ୍କ ତତ୍ୱାବଧାନରେ ଅନୁଷ୍ଟିତ ହୋଇଥିଲା । ବନ୍ଧଡିହ ସରକାରୀ ଉଚ୍ଚ ବିଦ୍ୟାଳୟର ସହାକରୀ ଶିକ୍ଷକ ଶକ୍ଷୟତ୍ରୀ ଯୋଗଦେଇଥିବା ବେଳେ, ନୂତନ କରି ବିଦ୍ୟଳୟକୁ ଆସିଥିବା ଛାତ୍ର ଛାତ୍ରୀ ମାନେ ନାମ ଲେଖାଇଥିଲେ । ଛାତ୍ର ଛାତ୍ରୀ ମାନଙ୍କ ଅଭିଭାବକ ମାନଙ୍କ ପକ୍ଷରୁ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ ସାହଯ୍ୟ ସହଯୋଗ କରିଥିଲେ ।

Related Posts

About The Author

Add Comment