Homeଆନ୍ତର୍ଜାତୀୟବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ Manas Kumar Rout | August 7, 2019 | Spread the love ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି। ସେ ୧୯୯୮ ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ପୂର୍ବରୁ ୨୦୧୮ ଅକ୍ଟୋବର ୨୭ରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମଦନଲାଲ୍ ଖୁରାନାଙ୍କ ପରଲୋକ ହୋଇଥିଲା। ସେ ୧୯୯୩ରୁ ୧୯୯୬ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ସେହିପରି ୨୦୧୯ ଜୁଲାଇ ୨୦ରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷୀତ୍ଙ୍କର ପରଲୋକ ହୋଇଥିଲା। ସେ ୨୦୦୮ରୁ ୨୦୧୩ ପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିଥିଲେ। Related Posts କନ୍ଧମାଳ: ପୁଣି ୫୦ କରୋନା ସଂକ୍ରମିତ ଚିହ୍ନଟ October 15, 2020 | Santosh Rout | ଅଧିକ ପଢନ୍ତୁ ସାଂସଦ ଅପରାଜିତା ଷଢ଼ଙ୍ଗୀଙ୍କୁ ନେଉଳପୁରରେ ସମ୍ବର୍ଦ୍ଧନା October 23, 2020 | Santosh Rout | ଅଧିକ ପଢନ୍ତୁ ଦାରିଙ୍ଗବାଡି ସେବାଶ୍ରମ ବିଦ୍ୟାଳୟ ର ଷଷ୍ଠ ଶ୍ରେଣୀ ଛାତ୍ରୀ ଦୁଇ ମାସର ଗର୍ଭବତୀ December 3, 2021 | Sandhan News | ଅଧିକ ପଢନ୍ତୁ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ସହଯୋଗୀଙ୍କ ଘରେ ଚଢ଼ାଉ April 9, 2019 | Sandhan News | ଅଧିକ ପଢନ୍ତୁ About The Author Manas More From This Author Add Comment Cancel reply Save my name, email, and website in this browser for the next time I comment.
ଦାରିଙ୍ଗବାଡି ସେବାଶ୍ରମ ବିଦ୍ୟାଳୟ ର ଷଷ୍ଠ ଶ୍ରେଣୀ ଛାତ୍ରୀ ଦୁଇ ମାସର ଗର୍ଭବତୀ December 3, 2021 | Sandhan News | ଅଧିକ ପଢନ୍ତୁ