ବସ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା :୨ ଶ୍ରମିକ ମୃତ

Spread the love

ସମ୍ବଲପୁର, ୨୬ /୧/୨୦ (ସନ୍ଧାନ ନିଉଜ) : ଜିଲ୍ଲାର ଯୁଯୁମୁରା ନିକଟରେ ବସ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା। ଏହି ଦୁର୍ଘଟଣାରେ 2 ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ 3 ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାରେ ଆହତଙ୍କୁ ସମ୍ବଲପୁର ସଦର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଘଟାଇଥିବା ବସର ଡ୍ରାଇଭର, କଣ୍ଡକ୍ଟର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରେ ତାଙ୍କୁ ପୋଲିସ ଗିରଫ କରିଛି।

Related Posts

About The Author

Add Comment