ପୁରୀ, ୧୬/୧୧ (ସନ୍ଧାନ ନିଉଜ) : ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଶନିବାର ଇଟାଲୀୟ ଅନ୍ତର୍ଜାତୀୟ ବାଲୁକା କଳା ପୁରସ୍କାର ୨୦୧୯ ସମ୍ମାନରେ ସମ୍ମାନିତ କରାଯାଇଛି । ଇଟାଲୀରେ ଚଳିତ ମାସ ୧୩ରୁ ୧୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଆନ୍ତର୍ଜାତିକ ସ୍କୋରାନା ସ୍ୟାଣ୍ଡ ନାଟିଭିଟି ଉତ୍ସବରେ ସୁଦର୍ଶନଙ୍କୁ ଏହି ପୁରସ୍କାର ଦିଆଯାଇଛି। ସୁଦର୍ଶନ ଏହି ଉତ୍ସବରେ ଭାରତର ପ୍ରତିନିଧିତ୍ବ କରିଥିଲେ।
ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଇଟାଲୀୟ ଅନ୍ତର୍ଜାତୀୟ ବାଲୁକା କଳା ପୁରସ୍କାର
|
November 16, 2019 |



