ଭୁବନେଶ୍ୱର, ୦୬/୦୪/ (ସନ୍ଧାନ ନିଉଜ୍)ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଏପ୍ରିଲ୍ ମାସର ପ୍ରତିଦିନ କରୋନା କରୁଛି ନୂଆ ନୂଆ ରେକର୍ଡ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪୬ଟି ମାମଲା ହେଉଛି ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୨୧, ଭଦ୍ରକରୁ ୯ ଜଣ, ବଲାଙ୍ଗିରରୁ ୧୧ ଜଣ, କଟକରୁ ୩୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, କନ୍ଧମାଳରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ତାଜା ଖବର
- ଅବକାରୀ ବିଭାଗର ଆତର୍କିତ୍ ଚଢାଉ,ବିପୁଳ ପରିମାଣର ଦେଶୀମଦ ଜବତ
- ରାମବାଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା ସଭା ଅନୁଷ୍ଠିତ
- କଳିଙ୍ଗନଗର ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି।
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ଧର୍ମଶାଳା ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା
- Odisha Unveils 39,382 Crore Industrial Projects, Eyes 42,500 Jobs
- ହଜିଯାଉଛି ଘରଚଟିଆ, ହଜୁଛି ପ୍ରକୃତିର ମଧୁର ସ୍ୱର
- Akshaya Mohanty: The Timeless Voice of Odisha Remembering Khoka Bhai on His Birth Anniversary
- ଅକ୍ଷୟ ମହାନ୍ତି : ଓଡ଼ିଆ ସଙ୍ଗୀତର ଅମ୍ଳାନ ମହକ ଜନ୍ମବାର୍ଷିକୀରେ ଖୋକା ଭାଇଙ୍କୁ ଶ୍ରଦ୍ଧାଞ୍ଜଳି
- ବାଲ୍ୟ ବିବାହ ରୋକିବା ସହ ବାଳିକାଙ୍କ ଅଧିକାର ସୁରକ୍ଷା ଉପରେ ଗୁରୁତ୍ୱ ଯାଜପୁରରେ ଜିଲ୍ଲାସ୍ତରୀୟ ଜୁଭେଣ୍ଟିକା ଆଉଟରିଚ୍ କାର୍ଯ୍ୟକ୍ରମ ଅନୁଷ୍ଠିତ


