ରାଜ୍ୟରେ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

Spread the love
ଭୁବନେଶ୍ଵର, ୧୭/୦୫ (ସନ୍ଧାନ ନିଉଜ) : ରାଜ୍ୟରେ କାରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ  ୨୪ ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଞ୍ଜାମର ୧୯ ଜଣ, ଯାଜପୁର ୩ ଓ ବାଲେଶ୍ଵର ୨ ଜଣ ରହିଛନ୍ତି। ଆଜି ପର୍ଯ୍ୟନ୍ତ ରାଜ୍ୟର ୨୨୦ ଜଣ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related Posts

About The Author

Add Comment