ସୁବର୍ଣ୍ଣପୁର/ସନ୍ଧାନ ନ୍ୟୁଜ: ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ସର୍ବସାଧାରଣ ଶୌଚାଳୟ କାମରେ ଆସୁନି। ସୁବର୍ଣ୍ଣପୁର ର ପ୍ରସିଦ୍ଧ ଶୈବ ପୀଠ ଶ୍ରୀ ଶ୍ରୀ ସୁବର୍ଣ୍ଣମେରୁ ମନ୍ଦିର ସାମାନାରେ ଭକ୍ତଙ୍କ ଉଦ୍ଦେଶ୍ୟ ରେ ନିର୍ମିତ ହେଇଥିଲା ସର୍ବସାଧାରଣ ଶୌଚାଳୟ। ଏଥି ପାଇଁ ମୁକ୍ତା ଯୋଜନାରୁ ବ୍ୟାପକ ଅର୍ଥ ମଧ୍ୟ ବରାଦ ହୋଇଥଲା କିନ୍ତୁ ତାହା ବନ୍ଦ ପଡିଛି। ପ୍ରଭୁ ସୁବର୍ଣ୍ଣମେରୁ ମନ୍ଦିର ଠାରେ ଶ୍ରାବଣ ମାସରେ ମାସ ସାରା ଜଳଶାୟୀ ତଥା ଭକ୍ତଙ୍କ ଗହଳି ଲାଗି ରହୁ ବେଳେ ଭକ୍ତ ମାନେ ଏଣେ ତେଣେ ପରିସ୍ରା କରିବାକୁ ବାଧ୍ୟ ହେଉଛନ୍ତି। ଆଜି ମଧ୍ୟ ଶ୍ରାବଣ ସୋମବାର ଯୋଗୁଁ ହଜାର ହଜାର ସଂଖ୍ୟାରେ ଜନସମାଗମ ହୋଇଥିବା ବେଳେ ତାହା ବନ୍ଦ ପଡ଼ିଥିବା ଦେଖାଯାଇଥିଲା। ଏ ନେଇ ଭକ୍ତ ଙ୍କ ମନରେ ବ୍ୟାପକ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ସ୍ଥାନୀୟ ବୁଦ୍ଧିଜୀବି ମାନେ ସୋନପୁରରେ ହେଉଥିବା ଉନ୍ନୟନ ମୂଳକ କାର୍ଯ୍ୟକ୍ରମ କେବଳ ଅଫିସର ଓ ଠିକାଦାର ମାନଙ୍କ ସ୍ବାର୍ଥରେ ଉଦ୍ଦିଷ୍ଟ ବୋଲି ମତ ଦେଇଛନ୍ତି।
ତାଜା ଖବର
- ଦୁଇଟି ଟ୍ରଲର ଦୁର୍ଘଟଣାରେ ଜୀବନ୍ତ ଜଳିଗଲେ ଦୁଇ ଡ୍ରାଇଭର, ଘଟଣା ତଦନ୍ତ ଘେରରେ
- ନକଲି ଅଫିସର୍ ଘର ସର୍ଭେ ବାହାନାରେ ଲୁଟୁଛନ୍ତି ଟଙ୍କା, ଥାନାରେ ମାମଲା ରୁଜୁ
- ମୌଳିକ ସୁବିଧାରୁ ବଞ୍ଚିତ ଜୁଜୁମୁରା ବ୍ଲକର ଦେଦରନୂଆଁପାଲି ଗ୍ରାମର ବୁଦେଲପାଲି ପଡ଼ା ଅଭିଯୋଗ ପରେ ବି ପ୍ରଶାସନ ନିଷ୍କ୍ରିୟ, ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ
- ପହିଲି ରଜରେ କନ୍ୟାମାନଙ୍କୁ ପୋଷାକ ବଣ୍ଟନ
- ପହିଲ ରଜରେ ଗବେଷଣାଧର୍ମୀ ପୁସ୍ତକ ଉଦୟଗିର ଉନ୍ମୋଚିତ
- ମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ବାଲିଶଙ୍କରା ଭାଟିପଡ଼ା ର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା
- ଶିଶୁ ମୃତ୍ୟୁ ହ୍ରାସ ପାଇଁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ
- ଦାନଗଦିର ଗ୍ରାମାଞ୍ଚଳରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସ ନିବାରଣ ସଚେତନତା ଶିବିର ଅନୁଷ୍ଠିତ
- ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା
- ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା



