ଭୁବନେଶ୍ୱର , ୨୪/୧୨ (ସନ୍ଧାନ ନିୟୁଜ): ସୂର୍ଯ୍ୟ ପରାଗ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣାକରିଛନ୍ତି। ଡିସେମ୍ବର ମାସ ୨୬ ତାରିଖରେ ଆଶିଂକ ସୂର୍ଯ୍ୟ ପରାଗ ହେଉଅଛି। ସେଥିପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଛନ୍ତି। ଚଳିତ ମାସ ୨୬ ତାରିଖରେ ବର୍ଷର ଶେଷ ସୂର୍ଯ୍ୟ ପରାଗ ଭାରତରେ ଦୃଶ୍ୟମାନ ହେବ।