ସୋନାପୁର ମେରାଇନ ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ
ସୋନାପୁର ମେରାଇନ ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ
Manas Kumar Rout |
January 13, 2020 |
ବ୍ରହ୍ମପୁର, ୧୨/୦୧/୨୦୧୯ (ସନ୍ଧାନ ନିଉଜ) : ଗଞ୍ଜାମ ସୋନାପୁର ମେରାଇନ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଦୁଇ ଦିନ ତଳେ ନାବାଳିକା ଜଣକ ଶୌଚ ହେବାକୁ ଯାଇଥିବା ବେଳେ କିଛି ଯୁବକ ଦୁଷ୍କର୍ମ କରିବା ପରେ ଗାଁ ନିକଟରେ ଫୋପାଡି ଦେଇଥିଲେ । ଦୀର୍ଘ ୩୬ ଘଣ୍ଟା ପରେ ସ୍ଥାନୀୟ ଲୋକ ନାବାଳିକାକୁ ଉଦ୍ଧାର କରିଥିଲେ । ପରିବାର ଲୋକ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ନାବାଳିକାର ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି ।
Related Posts
About The Author